ସରଗଶଶୀର ଅଷ୍ଟାଦଶ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଭୁବନେଶ୍ୱର: ସରଗଶଶୀର ଅଷ୍ଟାଦଶ ବାର୍ଷିକ ଉତ୍ସବ ଓ ସାରସ୍ୱତ ମହାମିଳନ ୨୦୧୯ ସ୍ଥାନୀୟ ବୁଦ୍ଧ ମନ୍ଦିର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ପ୍ରଖ୍ୟାତ

Read more