ଏପ୍ରିଲ ୩ ତାରିଖରୁ ମାଟ୍ରିକ ଖାତା ମୂଲ୍ୟାୟନ। ଏଥି ପାଇଁ ରାଜ୍ୟରେ ୫୫ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି। ମୂଲ୍ୟାୟ‌ନ ପାଇଁ ଚୟନ କରାଯାଇଥିବା ପରୀକ୍ଷକ, ଉପ ମୁଖ୍ୟ ପରୀକ୍ଷକ ଓ ମୁଖ୍ୟ ପରୀକ୍ଷକ, ସ୍କ୍ରୁଟିନାଇଜରମାନଙ୍କ ନିଯୁକ୍ତିପତ୍ର ବୋର୍ଡ ୱେବସାଇଟ http://bseodisha.ac.inରେ ଅପଲୋଡ୍ କରାଯାଇଛି।

Leave a Reply

Your email address will not be published. Required fields are marked *