ଶ୍ରୀମନ୍ଦିରରେ ନୀତି ବିଳମ୍ବ ; ସେବା ନିବୃତ ଜଣେ ସିଂହାରୀ ସେବାୟତଙ୍କୁ ନେଇ ବିବାଦ

ପୁରୀ: ଶ୍ରୀମନ୍ଦିରରେ ନୀତି ବିଳମ୍ବ ; ସେବା ନିବୃତ ଜଣେ ସିଂହାରୀ ସେବାୟତଙ୍କୁ ନେଇ ବିବାଦ | ସେବା ନିବୃତ ସତ୍ତ୍ୱେ ଶ୍ରୀମନ୍ଦିରରେ ସେବା କାର୍ଯ୍ୟରେ ନିୟୋଜନକୁ ବିରୋଧ, ଅନ୍ୟ ସେବାୟତଙ୍କ ବିରୋଧ ଯୋଗୁଁ ଆଗକୁ ବଢୁନି ନୀତିକାନ୍ତି, ମଙ୍ଗଳ ଆଳତୀ ପରେ ଆଗକୁ ବଢ଼ିପାରୁନି ନୀତିକାନ୍ତି, ବିବାଦ ତୁଟାଇବାକୁ ଶ୍ରୀମନ୍ଦିରରେ ନୀତି ପ୍ରଶାସକ ଉପସ୍ଥିତ |

Leave a Reply

Your email address will not be published. Required fields are marked *