ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ |

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ | ଶପଥ ପାଠ କରାଇଲେ ରାଜ୍ୟପାଳ ରଘୁବର ଦାସ, ପୂର୍ବରୁ ପାଟନା ହାଇକୋର୍ଟ ବିଚାରପତି ଥିଲେ ଜଷ୍ଟିସ୍‌ ଶରଣ ସିଂ |

Leave a Reply

Your email address will not be published. Required fields are marked *