ଆଜିଠୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେବାକୁ ଯାଉଛି ଯୁକ୍ତ ଦୁଇ ଖାତା ମୂଲ୍ୟାୟନ । ଦୁଇଟି ପର୍ଯ୍ୟାୟରେ ପରୀକ୍ଷା ଖାତା ମୂଲ୍ୟାଙ୍କନ କରାଯିବ । ଉଭୟ ଅନଲାଇନ ଓ ଅଫଲାଇନରେ ହେବ ମୂଲ୍ୟାୟନ । ତେବେ ପ୍ରଥମ ପ୍ରକ୍ରିୟା ଖାତାଦେଖା ଆଜିଠୁ ଆରମ୍ଭ ହୋଇ ଏପ୍ରିଲ ୨ ଯାଏ ଚାଲିବ । ୨ୟ ପର୍ଯ୍ୟାୟରେ ଖାତାଦେଖା ୪ ଏପ୍ରିଲରୁ ଆରମ୍ଭ ହୋଇ ୧୫ ଏପ୍ରିଲ ଯାଏ ଚାଲିବ । ମୂଲ୍ୟାୟନ ପାଇଁ ୬୯ଟି ଅଫଲାଇନ୍‍ ଓ ୪୧ଟି ଅନଲାଇନ ସେଣ୍ଟର କରାଯାଇଛି । ମୋଟ ୨୮ଶହ ଅଧ୍ୟାପକ ଓ ଅଧ୍ୟାପିକା ଏଥିପାଇଁ ନିଯୁକ୍ତି ହୋଇଛନ୍ତି ।

Leave a Reply

Your email address will not be published. Required fields are marked *