ଯାଜପୁର କଳିଙ୍ଗନଗର ଜିନ୍ଦଲ କାରଖାନା ମୁଖ୍ୟ ଫାଟକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ; ଭାରସାମ୍ୟ ହରାଇ ଟ୍ରକ ପଛକୁ ପିଟିଲା ବାଇକ, ୩ ଜଣଙ୍କ ମୃତ୍ୟୁ

ଯାଜପୁର କଳିଙ୍ଗନଗର ଜିନ୍ଦଲ କାରଖାନା ମୁଖ୍ୟ ଫାଟକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ; ଭାରସାମ୍ୟ ହରାଇ ଟ୍ରକ ପଛକୁ ପିଟିଲା ବାଇକ, ୩ ଜଣଙ୍କ ମୃତ୍ୟୁ | ୩ ମୃତକ ସ୍ଥାନୀୟ ଅଞ୍ଚଳର, ଦୁର୍ଘଟଣା ଯୋଗୁଁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ | ମୃତଦେହ ଉଦ୍ଧାର କରି ପୋଲିସର ତଦନ୍ତ ଆରମ୍ଭ |

Leave a Reply

Your email address will not be published. Required fields are marked *