ଆହୁରି ୧୨ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ତାଣ୍ଡବ ଜାରି ରହିବ। ରାଜ୍ୟର ବିଭିନ୍ନ ସ୍ଥାନରେ କୂଆପଥର ବର୍ଷା ସହ ପବନ ବହିବ। ଏହାସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲ୍‌କା ବର୍ଷା ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଆସନ୍ତାକାଲି ଠାରୁ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପୂର୍ବନୁମାନ କରିଛି

Leave a Reply

Your email address will not be published. Required fields are marked *

You may use these HTML tags and attributes: <a href="" title=""> <abbr title=""> <acronym title=""> <b> <blockquote cite=""> <cite> <code> <del datetime=""> <em> <i> <q cite=""> <s> <strike> <strong>

Please wait...

Subscribe for News Updates

Want to be notified when our article is published? Enter your email address and name below to be the first to know.