ପବନ ଅଗ୍ରଓ୍ଵାଲ ଓୟୁଏଟି କୁଳପତି, ସବିତା ଆଚାର୍ଯ୍ୟ ଉତ୍କଳ ବିଶ୍ୱବିଦ୍ୟାଳୟ ପିଜି କାଉନସିଲ ଚେୟାରମ୍ୟାନ୍‌

ଭୁବନେଶ୍ୱର: ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ବୁଧବାର ପବନ ଅଗ୍ରଓ୍ଵାଲଙ୍କୁ ନିଯୁକ୍ତି ମିଳିଛି। ସେହିପରି ଉତ୍କଳ ବିଶ୍ୱବିଦ୍ୟାଳୟର ପିଜି କାଉନସିଲ ଚେୟାରମ୍ୟାନ ଭାବେ ସବିତା ଆଚାର୍ଯ୍ୟଙ୍କୁ ନିଯୁକ୍ତି ମିଳିଛି।

ଉତ୍କଳ ବିଶ୍ୱବିଦ୍ୟାଳୟ ଏବଂ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ମେ’ ୨ ରୁ ୪ ତାରିଖ ମଧ୍ୟରେ ହେବାକୁ ଥିବା ସମସ୍ତ ପରୀକ୍ଷା ବାତିଲ କରି ଦିଆଯାଇଛି।

Leave a Reply

Your email address will not be published. Required fields are marked *

You may use these HTML tags and attributes: <a href="" title=""> <abbr title=""> <acronym title=""> <b> <blockquote cite=""> <cite> <code> <del datetime=""> <em> <i> <q cite=""> <s> <strike> <strong>