ଏବର୍ଷ ଶୀଘ୍ର ମାଡ଼ି ଆସୁଛି ଖରା। ସାଧାରଣତଃ ମାର୍ଚ୍ଚ ପ୍ରଥମ ସପ୍ତାହରୁ ଦେଶର ଅଧିକାଂଶ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ହୋଇଥାଏ। ତେବେ ଏଥର ଫେବ୍ରୁଆରି ୪ର୍ଥ ସପ୍ତାହ ବେଳକୁ ଦେଶର କେତେକ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ହେବ। ଉଭୟ ଦିନ ଓ ରାତିର ତାପମାତ୍ରା ୭ରୁ ୮ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ।

Leave a Reply

Your email address will not be published. Required fields are marked *

You may use these HTML tags and attributes: <a href="" title=""> <abbr title=""> <acronym title=""> <b> <blockquote cite=""> <cite> <code> <del datetime=""> <em> <i> <q cite=""> <s> <strike> <strong>