ଜାମ୍ମୁ ଓ କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା| ଯବାନଙ୍କ ଏନକାଉଣ୍ଟରରେ ୬ ଆତଙ୍କବାଦୀ ନିହତ

ଜାମ୍ମୁ ଓ କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ଯବାନଙ୍କ ଏନକାଉଣ୍ଟରରେ ୬ ଆତଙ୍କବାଦୀ ନିହତ । ସେମାନଙ୍କ ମଧ୍ୟରେ ୨ ଜଣ ପାକିସ୍ତାନୀ ଏବଂ ଅନ୍ୟ ୨ ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବା ସୂଚନା । ଅନନ୍ତନାଗ ଏବଂ କୁଲଗ୍ରାମରେ ଦୁଇଜଣ ଲେଖାଏଁ ଆତଙ୍କବାଦୀ ନିହତ ସଂପୃକ୍ତ ଅଞ୍ଚଳରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଜାରି |

Leave a Reply

Your email address will not be published. Required fields are marked *