ରାଜ୍ୟରେ ଦିନକରେ ଆଉ ୧୦,୪୮୯ କୋରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ସଂଗରୋଧରୁ ୬,୦୮୨ ଓ ସ୍ଥାନୀୟ ଅଞ୍ଚଳରୁ ୪,୪୦୭ କୋରୋନା ଆକ୍ରାନ୍ତ ଚିହ୍ନଟ । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୮୨ ଜଣ | ସଂକ୍ରମିତଙ୍କ ସଂଖ୍ୟା ୧୧ ଲକ୍ଷ ୪୪ ହଜାର ୪୦୧କୁ ବୃଦ୍ଧି । ୭୫ ହଜାର ୭୯୭ ଜଣ କୋଭିଡ ରୋଗୀ ଏବେ ବି ଚିକିତ୍ସାଧୀନ |

Leave a Reply

Your email address will not be published. Required fields are marked *