ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି । ଅକ୍ଟୋବର ୧୬ ଓ ୧୭ରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ।

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି । ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବ । ପ୍ରଭାବରେ ରାଜ୍ୟରେ କୋହଲା ପାଗ ଓ ସ୍ବଳ୍ପ ବୃଷ୍ଟିର ସୂଚନା । ଅକ୍ଟୋବର ୧୬ ଓ ୧୭ରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ।

Leave a Reply

Your email address will not be published. Required fields are marked *