ଆଜିଠାରୁ ଆରମ୍ଭ ହେଉଛି ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ବଜେଟ୍‌ ଅଧିବେଶନ । ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚାଲିବ ବଜେଟ୍‌ ଅଧିବେଶନ । ୧୪ରୁ ୨୯ ତାରିଖ ଯାଏ ବିଭିନ୍ନ ବିଭାଗର ଖର୍ଚ୍ଚଦାବି ଉପରେ ଆଲୋଚନା କରାଯିବ ।

Leave a Reply

Your email address will not be published. Required fields are marked *