ASO ଚୟନ ଅନିୟମିତତା ମାମଲାରେ ହାଇକୋର୍ଟଙ୍କ ରାୟ; ୬ ସପ୍ତାହ ମଧ୍ୟରେ ଚୟନ ପ୍ରକ୍ରିୟା ସଂପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ

ASO ଚୟନ ଅନିୟମିତତା ମାମଲାରେ ହାଇକୋର୍ଟଙ୍କ ରାୟ; ୬ ସପ୍ତାହ ମଧ୍ୟରେ ଚୟନ ପ୍ରକ୍ରିୟା ସଂପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ | ଅଦାଲତ ଅବମାନନା ମାମଲାରେ OPSCକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ | ମେ’ ୧୯ ରାୟକୁ ପାଳନ କରାଯାଇ ନଥିବାରୁ ଅବମାନନା ମାମଲା ହୋଇଥିଲା | ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟ ରାୟ ଶୁଣାଇଥିଲେ |

Leave a Reply

Your email address will not be published. Required fields are marked *