ବଲାଙ୍ଗିର ମହାଲିଙ୍ଗ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ନିଖୋଜ ଘଟଣା । ପୋଲିସ ହେପାଜତରୁ ସ୍କୁଲ ପରିଚାଳନା କମିଟି ସଭାପତି ଗୋବିନ୍ଦ ସାହୁ ଚମ୍ପଟ

ବଲାଙ୍ଗିର ମହାଲିଙ୍ଗ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ନିଖୋଜ ଘଟଣା । ପୋଲିସ ହେପାଜତରୁ ସ୍କୁଲ ପରିଚାଳନା କମିଟି ସଭାପତି ଗୋବିନ୍ଦ ସାହୁ ଚମ୍ପଟ । ଗତକାଲି ରାତିରେ ଟିଟିଲାଗଡ଼ ପୋଲିସ ବ୍ୟାରେକ୍‌ରୁ ଚମ୍ପଟ । ଅଧ୍ୟକ୍ଷା ନିଖୋଜ ଘଟଣାରେ ଗୋବିନ୍ଦଙ୍କୁ ଅଟକ ରଖିଥିଲା ପୋଲିସ ।

Leave a Reply

Your email address will not be published. Required fields are marked *