ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ, ଓଡ଼ିଶା କୋରୋନା ମୁକାବିଲାରେ ଭଲ ସ୍ଥିତିରେ ଅଛି, ଲୋକଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ, ଆଗୁଆ ପ୍ରସ୍ତୁତି, ତ୍ବରିତ ଉଦ୍ଧାର ଓ ପୁନର୍ଗଠନ ଉପରେ CMଙ୍କ ଗୁରୁତ୍ବ

ବନ୍ୟା ଅଞ୍ଚଳରେ ୧୫ଟି ଅସ୍ଥାୟୀ VHF କେନ୍ଦ୍ର ସ୍ଥାପନ ପାଇଁ ପଦକ୍ଷେପ, ୨୦ଟି ଓଡ୍ରାଫ ଟିମ୍‌କୁ ଜରୁରୀକାଳୀନ ସହାୟତା ସହ ସଜାଗ ରଖାଯାଇଛି, ବିଭିନ୍ନ ନଦୀବନ୍ଧର ୪୯ଟି ଦୁର୍ବଳ ସ୍ଥାନ ଚିହ୍ନଟ କରାଯାଇଛି

ସେଗୁଡିକର ଜଗାରଖା ପାଇଁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି, ବିପର୍ଯ୍ୟୟ ପାଇଁ ଆମର ପ୍ରସ୍ତୁତିକୁ ନିରନ୍ତର ସମୀକ୍ଷା କରିବା ଦରକାର, ରାଜ୍ୟରେ ୭୯୬ଟି ବହୁମୁଖୀ ବନ୍ୟା ଓ ବାତ୍ୟା ଆଶ୍ରୟସ୍ଥଳୀ ମରାମତି ହୋଇଛି