ରାଜ୍ୟରେ ଆଉ ଜଣେ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ । ଗଞ୍ଜାମର ୬୮ ବର୍ଷୀୟ ପୁରୁଷଙ୍କ କୋରୋନାରେ ମୃତ୍ୟୁ । ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ । ରାଜ୍ୟରେ କୋରୋନା ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି