ରାଜ୍ୟ IAS ସ୍ତରରେ ଛୋଟ ଧରଣର ଅଦଳବଦଳ, କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ସତ୍ୟବ୍ରତ ସାହୁ ହେଲେ MSME ସଚିବ, ଗୋପବନ୍ଧୁ ଶତପଥୀ ହେଲେ ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ନିର୍ଦେଶକ, ଦେବେନ୍ଦ୍ର ଜେନା ହେଲେ ଯୋଜନା ଓ ସଂଯୋଜନ ବିଭାଗର ଅତିରିକ୍ତ ସଚିବ