ବଲାଙ୍ଗିରରୁ ୧୬, ଦେବଗଡ଼ରୁ ୧୫, ଖୋର୍ଦ୍ଧା ଓ ମୟୂରଭଞ୍ଜରୁ ୭ ଜଣ ଲେଖାଏଁ, ବାଲେଶ୍ବରରୁ ୫, କେନ୍ଦୁଝର ଓ ଅନୁଗୁଳରୁ ୬ ଜଣ ଲେଖାଏଁ ପଜିଟିଭ, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ସମ୍ବଲପୁରରୁ ୪ ଲେଖାଏଁ, ଗଞ୍ଜାମ ଓ ଝାରସୁଗୁଡ଼ାରୁ ୩ ଜଣ ଲେଖାଏଁ ପଜିଟିଭ, ସୁନ୍ଦରଗଡ଼ରୁ ୨, ବୌଦ୍ଧ, ନୟାଗଡ଼ ଓ ପୁରୀରୁ ଜଣେ ଲେଖାଏଁ ପଜିଟିଭ ଚିହ୍ନଟ