ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କୁ କୋରୋନା । ନିଜେ ଟ୍ବିଟ୍‌ କରି ସୂଚନା ଦେଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ । ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ସଂଗରୋଧରେ ରହିବା ପାଇଁ କହିଲେ CM

Leave a Reply

Your email address will not be published. Required fields are marked *