ପ୍ରଥିତଯଶା କଥାକାର ବୀଣାପାଣି ମହାନ୍ତିଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମିର ସର୍ବୋଚ୍ଚ ସାରସ୍ବତ ସମ୍ମାନ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’ ପ୍ରଦାନ କରାଯାଇଛି। ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ତାଙ୍କ ବାସଭବନରେ ପହଞ୍ଚି ମାନପତ୍ର, ଉତ୍ତରୀୟ ସହିତ ଏକ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରି ବୀଣାପାଣି ମହାନ୍ତିଙ୍କୁ ସମ୍ମାନିତ କରିଛନ୍ତି।

Leave a Reply

Your email address will not be published. Required fields are marked *