ପଶ୍ଚିମବଙ୍ଗରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆକାଶମାର୍ଗରୁ ବାତ୍ୟାଞ୍ଚଳର ସ୍ଥିତି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ମୋଦି । ପରେ ଦିନ ୨ଟା ୫୦ରେ ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବେ