ଓଡ଼ିଶାରେ ଶିଳ୍ପର ଉନ୍ନତି ନେଇ ବୈଠକ ଜାରି । VC ଯୋଗ ଆଲୋଚନା କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବୈଠକରେ ମୁଖ୍ୟଶାସନ ସଚିବ ଅସିତ ତ୍ରିପାଠୀ, ଶିଳ୍ପ ସଚିବ, IDCO CMD ଓ ବରିଷ୍ଠ ଅଧିକାରୀ ମଧ୍ୟ ବୈଠକରେ ଉପସ୍ଥିତ