ବ୍ରହ୍ମପୁର ସହର ୱାର୍ଡ ନମ୍ବର-୯ର ଅଙ୍ଗନବାଡ଼ି କର୍ମୀ ଗିରଫ । ଗତକାଲି ନମିତା ଦଳେଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଥିଲା । ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ । ଗତକାଲି ଘର ସମେତ ୭ଟି ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ

Facebook Comments

Leave a Reply

Your email address will not be published. Required fields are marked *