ରାଜ୍ୟରେ ଆଉ ୧୮ ଜଣଙ୍କ ଜୀବନ ନେଲା କୋରୋନା । ଅନୁଗୁଳ ଓ ଗଜପତିରେ ୩ ଜଣ ଲେଖାଏଁ ମୃତ । ଭୁବନେଶ୍ବର ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ମୃତ । ଭଦ୍ରକ, ଢେଙ୍କାନାଳ, ଖୋର୍ଦ୍ଧା ଓ ମାଲକାନଗିରି, ନବରଙ୍ଗପୁର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ । ରାଜ୍ୟରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୧୨୧୪କୁ ବୃଦ୍ଧି

Leave a Reply

Your email address will not be published. Required fields are marked *