ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ ଅବପାତର ରୂପ ନେଲା । ଆଗାମୀ କିଛି ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତ ସମ୍ଭାବନା । ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା, ପବନ ଆଶଙ୍କା । ୫ ଜିଲ୍ଲାକୁ ଅତିପ୍ରବଳ ଓ ୯ ଜିଲ୍ଲାକୁ ପ୍ରବଳ ବର୍ଷା ଆଶଙ୍କା । ଅକ୍ଟୋବର ୧୩ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା

Facebook Comments

Leave a Reply

Your email address will not be published. Required fields are marked *