ବରମୁଣ୍ଡା ବ୍ରିଜ ତଳ ନାଳ ଭିତରୁ ଖଣ୍ଡଗିରି ଥାନା ପୁଲିସ ଏକ ଅଜଣା ମୃତଦେହ ଉଦ୍ଧାର କରିଛି। ତା’ ସହିତ ଏକ ବାଇକ (ଓଡି୦୨କ୍ୟୁ ୨୯୬୫)ମଧ୍ୟ ଉଦ୍ଧାର ହୋଇଛି। ଉଦ୍ଧାର ହୋଇଥିବା ଗାଡ଼ିଟିର ଡାହାଣ ପାର୍ଶ୍ଵ ଲେଗ୍ ଗାର୍ଡ ଭାଙ୍ଗି ଯାଇଛି। ଏହା ସହ ପୁଲିସ ଉଦ୍ଧାର କରିଥିବା ମୃତକର ବେକରେ କଟା ଦାଗ ସହ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ରହିଛି।

Leave a Reply

Your email address will not be published. Required fields are marked *