ପଶ୍ଚିମବଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିପ୍ଳବୀ ମାତଙ୍ଗିନୀ ହାଜରାଙ୍କ ପ୍ରତିମୂର୍ତ୍ତିରେ ଦେଲେ ଶ୍ରଦ୍ଧାଞ୍ଜଳି । ଶୁଭେନ୍ଦୁ ଅଧିକାରୀଙ୍କ ନାମାଙ୍କନ ଦାଖଲରେ ସାମିଲ ହେବେ ଧର୍ମେନ୍ଦ୍ର । ନନ୍ଦିଗ୍ରାମରୁ ବିଜେପି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିବେ

Facebook Comments

Leave a Reply

Your email address will not be published. Required fields are marked *