Fast News ରାଜ୍ୟର ପ୍ରଥମ ଘଟଣା : IFS ଅଭୟକାନ୍ତଙ୍କୁ ବାଧ୍ୟତାମୂଳକ ଅବସର ପାଇଁ କେନ୍ଦ୍ରକୁ ସୁପାରିସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଭୟକାନ୍ତ ଅତ୍ୟଧିକ ଦୁର୍ନୀତିରେ ଲିପ୍ତ ଥିବା ଜଣେ ଅଫିସର । ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶକୁ ଭିଜିଲାନ୍ସ ଗିରଫ କରିଛି । ୨୦ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ December 17, 2020 admin 0 Comments Facebook Comments