ରାଜ୍ୟର ପ୍ରଥମ ଘଟଣା : IFS ଅଭୟକାନ୍ତଙ୍କୁ ବାଧ୍ୟତାମୂଳକ ଅବସର ପାଇଁ କେନ୍ଦ୍ରକୁ ସୁପାରିସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଭୟକାନ୍ତ ଅତ୍ୟଧିକ ଦୁର୍ନୀତିରେ ଲିପ୍ତ ଥିବା ଜଣେ ଅଫିସର । ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶକୁ ଭିଜିଲାନ୍ସ ଗିରଫ କରିଛି । ୨୦ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ

Facebook Comments

Leave a Reply

Your email address will not be published. Required fields are marked *