ସହରାଞ୍ଚଳର ଉଠାଦୋକାନୀଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ । ଏହାଦ୍ବାରା ରାଜ୍ୟର ୮୭ ହଜାର ୬୫୭ ଉଠାଦୋକାନୀ ଉପକୃତ ହେବେ

Facebook Comments

Leave a Reply

Your email address will not be published. Required fields are marked *