- ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୧୦୪ ଜୀବନ । କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୫୬୭କୁ ବୃଦ୍ଧି । ଦେଶରେ ଦିନକରେ ୧୩ ହଜାର ୭୪୨ କୋରୋନା ଆକ୍ରାନ୍ତ ଚିହ୍ନଟ । ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୧୦ ଲକ୍ଷ ୩୦ ହଜାର ୧୭୬କୁ ବୃଦ୍ଧି । ଏଯାଏ ସୁସ୍ଥ ହେଲେଣି ୧ କୋଟି ୭ ଲକ୍ଷ ୨୬ ହଜାର ୭୦୨ ଆକ୍ରାନ୍ତ
- ପୁଡୁଚେରିରେ ରାଷ୍ଟ୍ରପତି ଶାସନ ଜାରି । ରାଷ୍ଟ୍ରପତି ଶାସନ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ