ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଜପତି ଜିଲ୍ଲା ରାୟଗଡ ବ୍ଲକରେ କାର୍ଯ୍ୟରତ ଯନ୍ତ୍ରୀ କେ.ନାଗେଶ୍ବର ସେନାପତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ବ୍ରହ୍ମପୁରରେ ଥିବା ଶଳାଘର, ଆସିକା ସ୍ଥିତ ପୈତୃକ ଘର, ରାୟଗଡ଼ ଅଫିସ ଓ ଛଅମାଇଲରେ ଥିବା ଇଟା ଫ୍ୟାକ୍ଟ୍ରିଉପରେ ଚଢାଉ ଜାରି

Facebook Comments

Leave a Reply

Your email address will not be published. Required fields are marked *