ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କୋରୋନା । ରାଜ୍ୟରେ କୋରୋନା ଜନିତ ମୃତ୍ୟୁସଂଖ୍ୟା ୧୪୬୯କୁ ବୃଦ୍ଧି । ବାଲେଶ୍ବରରୁ ସର୍ବାଧିକ ୪ ଓ କଟକରୁ ୩ ଆକ୍ରାନ୍ତଙ୍କ ମୃତ୍ୟୁ । ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ ମୃତ । ଅନୁଗୁଳ, ଖୋର୍ଦ୍ଧା, ମୟୂରଭଞ୍ଜ, ସମ୍ବଲପୁରରୁ ଜଣେ ଲେଖାଏଁ ମୃତ

Facebook Comments

Leave a Reply

Your email address will not be published. Required fields are marked *