ଆମେରିକାର ୪୬ତମ ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ମତଦାନ । ରିପବ୍ଲିକାନ ପାର୍ଟିର ପ୍ରାର୍ଥୀ ହୋଇଛନ୍ତି ବର୍ତ୍ତମାନର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଡେମୋକ୍ରାଟିକ ଦଳରୁ ପ୍ରାର୍ଥୀ ହୋଇଛନ୍ତି ଜୋ ବାଇଡେନ । ଆମେରିକାର ପରିବର୍ତ୍ତୀ ରାଷ୍ଟ୍ରପତି କିଏ ହେବ ତାହା ଆସନ୍ତାକାଲି ସ୍ପଷ୍ଟ ହେବ ।

Facebook Comments

Leave a Reply

Your email address will not be published. Required fields are marked *