ପ୍ରଥମ ଭାରତୀୟ ଭାବେ କୋହଲିଙ୍କର ଇନଷ୍ଟାଗ୍ରାମରେ ଫଲୋଅର୍ସ ସଂଖ୍ୟା ୧୦୦ ମିଲିୟନ୍ ଅର୍ଥାତ୍ ୧୦ କୋଟିରେ ପହଞ୍ଚିଲା
ନୂଆଦିଲ୍ଲୀ: କ୍ରିକେଟ୍ ମଇଦାନରେ ରେକର୍ଡ ପରେ ରେକର୍ଡ କରିଚାଲିଥିବା ଟିମ୍ ଇଣ୍ଡିଆ କ୍ୟାପଟେନ୍ ବିରାଟ୍ କୋହଲି ସୋଶାଲ ମିଡିଆ ପ୍ଲାଟଫର୍ମରେ ଏକ ବଡ଼ ଉପଲବ୍ଧି ଅର୍ଜନ କରିଛନ୍ତି।
Read more