ବଡ ଘୋଷଣା : ମଇ ୫ ତାରିଖ ବୁଧବାର ସକାଳ ଠାରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ସାରା ଓଡ଼ିଶାରେ ଲକ୍‌ଡାଉନ୍‌

ରାଜ୍ୟରେ ଚଳିତ ମଇ ମାସ ୦୫ ବୁଧବାର ସକାଳ ଠାରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ୫ଶହ ମିଟର ଦୂରତା ମଧ୍ୟରେ ସକାଳ ୬ଟାରୁ ୧୨ଟା ମଧ୍ୟରେ ଚାଲି ଚାଲି ଯାଇ ପନିପରିବା ଇତ୍ୟାଦି କ୍ରୟ କରି ପାରିବେ। ସ୍ବାସ୍ଥ୍ୟସେବା ତଥା ଅନ୍ୟାନ୍ୟ ଜରୁରୀ ସେବା ପାଇଁ କୌଣସି କଟକଣା ନାହିଁ।

Facebook Comments

Leave a Reply

Your email address will not be published. Required fields are marked *