ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମମତା ବାନାର୍ଜୀ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ ଜଗଦୀପ ଧନଖର । ଲଗାତାର ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

Facebook Comments

Leave a Reply

Your email address will not be published. Required fields are marked *