- କଟକ ମାହାଙ୍ଗା ବିଜେପି ନେତା ଓ ସହଯୋଗୀଙ୍କୁ ହତ୍ୟା ମାମଲା : ମୁଖ୍ୟ ଅଭିଯୁକ୍ତ ପଞ୍ଚାନନ ସେଠୀଙ୍କ ସହ ୪ ଜଣ ଗିରଫ, ହତ୍ୟାରେ ବ୍ୟବହୃତ ମାରଣାସ୍ତ୍ର ଜବତ
- ବଢ଼ିଲା ଗଞ୍ଜାମର ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଅଡୁଆ । ପ୍ରଦୀପଙ୍କ ନାଁରେ ଗୋଳନ୍ଥରା ଥାନାରେ ଆଉ ୨ଟି ମାମଲା ରୁଜୁ । ଟାଟା କମ୍ପାନିରେ ଚାକିରି ଦେବା ନାଁରେ ଠକେଇ ଅଭିଯୋଗ । ୨ ଜଣଙ୍କଠାରୁ ୨.୫ ଲକ୍ଷ ଟଙ୍କା ନେଇଥିବା ଅଭିଯୋଗ । ମାମଲା ରୁଜୁ ନେଇ ବ୍ରହ୍ମପୁର ଏସ୍ପି ପିନାକ ମିଶ୍ରଙ୍କ ସୂଚନା