ମେ ୫ରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମମତା । କ୍ରମାଗତ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ମମତା ବାନାର୍ଜୀ । ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ପାର୍ଥ ଚାଟାର୍ଜୀ ଦେଲେ ସୂଚନା ।

Facebook Comments

Leave a Reply

Your email address will not be published. Required fields are marked *