ଏବର୍ଷ ସ୍କୁଲ ବନ୍ଦ: ଡିସେମ୍ବର ୩୧ ଯାଏ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ । ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ । ରାଜ୍ୟରେ ଅନ୍‌ଲାଇନ୍‌ କ୍ଲାସ୍‌ ଜାରି ରହିବ । କୋରୋନାର ଦ୍ବିତୀୟ ଲହରୀକୁ ଦୃଷ୍ଟିରେ ରଖି ସରକାରଙ୍କ ନିଷ୍ପତ୍ତି

Facebook Comments

Leave a Reply

Your email address will not be published. Required fields are marked *