ଉପନିର୍ବାଚନ ପାଇଁ ବିଜେପିର ଷ୍ଟାର ପ୍ରଚାରକ ତାଲିକାରେ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ଜୁଏଲ ଓରାମ ଙ୍କ ସହ ଜାଣନ୍ତୁ କିଏ ସବୁ ରହିଲେ

ଉପନିର୍ବାଚନ ପାଇଁ ବିଜେପିର ଷ୍ଟାର ପ୍ରଚାରକ ତାଲିକାରେ ସମୀର ମହାନ୍ତି, ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ସମ୍ବିତ ପାତ୍ର, ଅରୁଣ ସିଂହ, ଅପରାଜିତା ଷଡ଼ଙ୍ଗୀ, ପ୍ରଦୀପ୍ତ ନାଏକ, ବୈଜୟନ୍ତ ପଣ୍ଡା, ବସନ୍ତ ପଣ୍ଡା,କେ.ଭି. ସିଂହଦେଓ, ମନମୋହନ ସାମଲ, ବିଜୟ ମହାପାତ୍ର, ଅଶ୍ବିନୀ ବୈଷ୍ଣବ, ସୁରେଶ ପୂଜାରୀ, ବିଷ୍ଣୁ ସେଠୀ, ଖାରବେଳ ସ୍ବାଇଁ, ପ୍ରକାଶ ମିଶ୍ର, ମୋହନ ଚରଣ ମାଝୀ, ସୁକାନ୍ତ କୁମାର ନାୟକ, ରଘୁନାଥ ମହାନ୍ତି, ପଦ୍ମଲୋଚନ ପଣ୍ଡା, ଜୟନାରାୟଣ ମହାନ୍ତି, ପୃଥ୍ବୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର, ଲେଖାଶ୍ରୀ ସାମନ୍ତସିଂହାର, ଭୃଗୁ ବକ୍ସିପାତ୍ର, ବିଭୁ ପ୍ରସାଦ ତରାଇ, ବିଶ୍ବେଶର ଟୁଡୁ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ

Leave a Reply

Your email address will not be published. Required fields are marked *