କୁଳପତି ବୈଠକ ଶେଷ ହେବା ପରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସୂଚନା । ‘ବିଳମ୍ବରେ ହେଲେ ବି UG/PG ପରୀକ୍ଷା ହେବ, ପାଠପଢ଼ା ଗୁରୁତ୍ବପୂର୍ଣ୍ଣ, ତେଣୁ ପରୀକ୍ଷା ହେବା ଉଚିତ । କୁଳପତିମାନେ କିଛି ଦିନର ସମୟ ନେଇଛନ୍ତି । ଆସନ୍ତା ୧୮ ତାରିଖରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ: ଅରୁଣ ସାହୁ

Facebook Comments

Leave a Reply

Your email address will not be published. Required fields are marked *