ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଆଗାମୀ ୨୪ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବା ପୂର୍ବାନୁମାନ । ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାକୁ ଛୁଇଁବ ମୌସୁମୀ ବାୟୁ । ଏବେ ରାଜ୍ୟର ୧୬ଟି ଜିଲ୍ଲାକୁ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

Facebook Comments

Leave a Reply

Your email address will not be published. Required fields are marked *